Psalms 71:24 — Compare Translations

5 translations compared side by side

Odia - 1840
"ମାରେ ଜିହ୍ବା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମାେତେ ହତ୍ଯା କରିବାକୁ ଚାହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଜିହ୍ଵା ମଧ୍ୟ ଦିନଯାକ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।