Psalms 71:3 — Compare Translations

5 translations compared side by side

Odia - 1840
"ମାରେ ଦୁର୍ଗ ହୁଅ। ତୁମ୍ଭେ ମାେ ପ୍ରତି ଶୈଳ ସ୍ବରୂପ ସୁରକ୍ଷାର ଗଡ଼ ୟାହା ନିକଟକୁ ମୁଁ ଦୌଡ଼ି ୟିବି। ମାରେ ନିରାପଦର ସ୍ଥାନ। ତୁମ୍ଭେ ମାେତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଦୁର୍ଗ ହୁଅ। ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି। ମୋର ନିରାପଦର ସ୍ଥାନ, ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।
Odia IRV 2017 (ଓଡିଆ ବାଇବେଲ)
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।