Psalms 71:4 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଅନ୍ଯାଯକାରୀ ଓ ନିର୍ଦ୍ଦଯ ଲୋକ ହାତରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର। ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।