Psalms 71:5 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରଭୁ, ସଦାପ୍ରଭୁ ତୁମ୍ଭେ ହିଁ ମାରେ ଭରସା। ମାରେ ବାଲ୍ଯକାଳରୁ ତୁମ୍ଭେ ହିଁ ମାରେ ବିଶ୍ବାସ ଭୂମି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା। ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ’ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।