Psalms 71:6 — Compare Translations

5 translations compared side by side

Odia - 1840
"ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
Odia IRV 2017 (ଓଡିଆ ବାଇବେଲ)
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।