Psalms 71:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ହେଉଛି ମାରେ ଦୃଢ଼ ଆଶ୍ରଯ, ତଣେୁ ମୁଁ ଅନକେ ଲୋକମାନଙ୍କର ଉଦାହରଣ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ଵରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ, ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।