Psalms 71:8 — Compare Translations
5 translations compared side by side
Odia - 1840
"ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।