Psalms 71:9 — Compare Translations

5 translations compared side by side

Odia - 1840
"ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ। ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।