Psalms 72:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ରାଜାଙ୍କୁ ସାହାୟ୍ଯ କର, ୟାହାଫଳରେ ସେ ତୁମ୍ଭ ପରି ବିବକବୋନ ନ୍ଯାଯ ପ୍ରଦାନ କରିବେ। ତୁମ୍ଭର ନ୍ଯାଯ ପରାଯଣ ରାଜପୁତ୍ରମାନଙ୍କୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନଙ୍କର ଗୀତ । ହେ ପରମେଶ୍ଵର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ। ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।