Psalms 72:10 — Compare Translations
5 translations compared side by side
Odia - 1840
"ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତର୍ଶୀଶର ଓ ଦ୍ଵୀପସମୂହର ରାଜଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜଗଣ ଭେଟୀ ଦାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି ଆଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।
Odia IRV 2017 (ଓଡିଆ ବାଇବେଲ)
ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ।