Psalms 72:11 — Compare Translations
5 translations compared side by side
Odia - 1840
"ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ। ସବୁ ଜାତିଗଣ ଲୋକମାନେ ତାଙ୍କର ସବୋ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ। ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
Odia IRV 2017 (ଓଡିଆ ବାଇବେଲ)
ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।