Psalms 72:12 — Compare Translations
5 translations compared side by side
Odia - 1840
"ଆମ୍ଭର ରାଜା ସାହାୟ୍ଯ କରନ୍ତି, ଯେଉଁମାନେ ତାଙ୍କୁ ଡ଼ାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।