Psalms 72:13 — Compare Translations
5 translations compared side by side
Odia - 1840
"ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି। ରାଜା ସମାନଙ୍କେୁ ଜୀବିତ ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି। ରାଜା ସେମାନଙ୍କୁ ଜୀବିତ ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।