Psalms 72:14 — Compare Translations

5 translations compared side by side

Odia - 1840
"ଆମ୍ଭ ରାଜା ସମାନଙ୍କେୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସମାନଙ୍କେୁ ଦୁଃଖ ଦବୋ ପାଇଁ ଚାହୁଁଛନ୍ତି। ରାଜାଙ୍କ ପାଇଁ ସଇେ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ବପୂର୍ଣ୍ଣ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ରକ୍ତ ବହୁମୂଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି। ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।