Psalms 72:15 — Compare Translations

5 translations compared side by side

Odia - 1840
"ରାଜା ଦୀର୍ଘଜୀବି ହୁଅନ୍ତୁ ଏବଂ ତାଙ୍କୁ ଶିବାର ସ୍ବର୍ଣ୍ଣ ହସ୍ତଗତ ହେଉ। ଲୋକମାନେ ନିରନ୍ତର ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ । ସେମାନେ ଦିନଯାକ ତାହାଙ୍କର ଧନ୍ୟବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦୀର୍ଘଜୀବୀ ହୁଅନ୍ତୁ ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ। ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।