Psalms 72:16 — Compare Translations

5 translations compared side by side

Odia - 1840
"କ୍ଷତରେେ ପ୍ରଚୁର ପରିମାଣର ଫସଲ ହେଉ। ପର୍ବତଗୁଡ଼ିକ ମଧ୍ଯ ଫସଲରେ ପୂର୍ଣ୍ଣ ହାଇେ ଲିବାନୋନ୍ କ୍ଷତେ ତୁଲ୍ଯ ଉର୍ବର ହେଉ। କ୍ଷତଗେୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ୍ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ। ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ। କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।