Psalms 72:17 — Compare Translations

5 translations compared side by side

Odia - 1840
"ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।