Psalms 72:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି। ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର। କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;