Psalms 72:19 — Compare Translations
5 translations compared side by side
Odia - 1840
"ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କର ଗୌରବାନ୍ଵିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ । ଆମେନ୍, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।