Psalms 72:2 — Compare Translations

5 translations compared side by side

Odia - 1840
"ରାଜାଙ୍କୁ ସାହାୟ୍ଯ କର, ୟପରେି ସମାନେେ ତୁମ୍ଭର ଲୋକମାନଙ୍କୁ ସୁବିଚାର ଦଇେ ପାରିବେ। ତାଙ୍କୁ ସାହାୟ୍ଯ କର, ୟପରେି ସମାନେେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ଯବହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ। ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।