Psalms 72:3 — Compare Translations
5 translations compared side by side
Odia - 1840
"ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି ଏବଂ ନ୍ଯାଯପୂର୍ଣ୍ଣ ବିଚାର କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧର୍ମ ଦ୍ଵାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।