Psalms 72:4 — Compare Translations
5 translations compared side by side
Odia - 1840
"ରାଜା ଧନହୀନ ଲୋକମାନଙ୍କ ପ୍ରତି ନ୍ଯାଯକାରୀ ରୁହନ୍ତୁ। ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ। ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକି ଚୂର୍ଣ୍ଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ। ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ। ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।