Psalms 72:6 — Compare Translations

5 translations compared side by side

Odia - 1840
"ଭୂମିରେ ବୃଷ୍ଟି ତୁଲ୍ଯ, ଭୂମି ସଚେନକାରୀ ଜଳଧାରା ତୁଲ୍ଯ ତୁମ୍ଭେ ରାଜାଙ୍କୁ ସହାୟ ହୁଅ। କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହବୋ ପାଇଁ ତାଙ୍କୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ। କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
Odia IRV 2017 (ଓଡିଆ ବାଇବେଲ)
କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।