Psalms 72:7 — Compare Translations
5 translations compared side by side
Odia - 1840
"ୟପେର୍ୟ୍ଯନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ। ଚନ୍ଦ୍ର ଲୁପ୍ତ ନ ହବୋ ପର୍ୟ୍ଯନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ। ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।