Psalms 72:8 — Compare Translations

5 translations compared side by side

Odia - 1840
"ତାଙ୍କର ରାଜ୍ଯ ସମୁଦ୍ରରୁ ସମୁଦ୍ର ପର୍ୟ୍ଯନ୍ତ ଏବଂ ଫରାତ୍ ନଦୀଠାରୁ ଶଷେ ଧରଣୀକୁ ବ୍ଯାପି ଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।