Psalms 72:9 — Compare Translations
5 translations compared side by side
Odia - 1840
"ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହବେେ। ତାହାଙ୍କ ଶତ୍ରୁଗଣ ଅଧୋମୁଖ ହାଇେ ନତ ମସ୍ତକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ। ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
Odia IRV 2017 (ଓଡିଆ ବାଇବେଲ)
ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।