Psalms 73:1 — Compare Translations

5 translations compared side by side

Odia - 1840
"ପରମେଶ୍ବର ସତରେ ଇଶ୍ରାୟେଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦଯ ପବିତ୍ର ସମାନଙ୍କେ ନିମନ୍ତେ ପରମେଶ୍ବର ମଙ୍ଗଳମଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫର ଗୀତ । ପରମେଶ୍ଵର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃ- କରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ଵରୂପ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ପୁସ୍ତକ (ଗୀତସଂହିତା 73-89) ଆସଫର ପ୍ରଶଂସା ଜନିତ ପ୍ରାର୍ଥନା। ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।