Psalms 73:10 — Compare Translations

5 translations compared side by side

Odia - 1840
"ଏପରିକି ଧାର୍ମିକ ଲୋକମାନେ ସମାନଙ୍କେ ପ୍ରତି ଆକୃଷ୍ଟ ହୁଅନ୍ତି, ସମାନେେ ୟାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ଵାରା ନିଗିଡ଼ାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି, ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।