Psalms 73:11 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ କହନ୍ତି, ପରମେଶ୍ବର ଜାଣି ନାହାଁନ୍ତି ଆମ୍ଭେ ୟାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ବର ଏହା ଜାଣନ୍ତି ନାହିଁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ କହନ୍ତି, ପରମେଶ୍ଵର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?