Psalms 73:12 — Compare Translations

5 translations compared side by side

Odia - 1840
"ତାହା ହେଉଛି, ୟାହାକି ଦୁଷ୍ଟମାନେ ଚାହାଁନ୍ତି। ସମାନଙ୍କେ ପାଖରେ ଚିନ୍ତା ନାହିଁ, ଏବଂ ସମାନେେ ଧନୀରୁ ଅଧିକ ଧନୀ ହେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି। ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।