Psalms 73:13 — Compare Translations

5 translations compared side by side

Odia - 1840
"କାହିଁକି ମୁଁ ମାରେ ହୃଦଯକୁ ପବିତ୍ର କରିଛି? କାହିଁକି ନିର୍ଦ୍ ଦୋଷତାରେ ମାରେ ହସ୍ତ ପ୍ରକ୍ଷାଳନ କରିଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି? କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;