Psalms 73:14 — Compare Translations
5 translations compared side by side
Odia - 1840
"ପରମେଶ୍ବର, ମୁଁ ଦିନୟାକ ଦୁଃଖ, କଷ୍ଟ ପାଉଅଛି। ପ୍ରତିଦିନ ପ୍ରଭାତରେ ତୁମ୍ଭେ ମାେତେ ଶାସ୍ତି ଦେଉଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଦିନଯାକ ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି। ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।