Psalms 73:15 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମୁଁ ଅନ୍ୟମାନଙ୍କୁ ଏ ବିଷଯରେ କହିବା ପାଇଁ ଚାହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ବାସଘାତକତା ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପ କହିବି ବୋଲି ଯେବେ ମୁଁ କହିଥାʼନ୍ତି; ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ଵାସଘାତକତା କରିଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି।