Psalms 73:16 — Compare Translations

5 translations compared side by side

Odia - 1840
"ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି, କିନ୍ତୁ ଏହା ବୁଝିବା ମାେ ପାଇଁ ଅତି କଷ୍ଟକର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି, କିନ୍ତୁ ଏହା ବୁଝିବା ମୋ’ ପାଇଁ ଅତି କଷ୍ଟକର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା;
Odia IRV 2017 (ଓଡିଆ ବାଇବେଲ)
ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋ’ ପ୍ରତି ତାହା ଅତି କଷ୍ଟକର ହେଲା;