Psalms 73:17 — Compare Translations

5 translations compared side by side

Odia - 1840
"ଶଷେରେ, ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଗଲି ଓ ସମାନଙ୍କେ ପ୍ରତି କ'ଣ ଘଟିବ ବୁଝି ପାରିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ମୁଁ ପରମେଶ୍ଵରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷ ଫଳ ବିବେଚନା କଲି।
Odia IRV 2017 (ଓଡିଆ ବାଇବେଲ)
ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି।