Psalms 73:18 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।