Psalms 73:2 — Compare Translations
5 translations compared side by side
Odia - 1840
"କିନ୍ତୁ ମାେ ଅନୁସାରେ, ମାରେ ପାଦ ପ୍ରାଯ ଖସିଗଲା। ମାରେ ବିଶ୍ବାସ ପ୍ରାଯ ହରାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା। ମୋର ବିଶ୍ୱାସ ପ୍ରାୟ ହରାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।