Psalms 73:21 — Compare Translations
5 translations compared side by side
Odia - 1840
"ମୁଁ ନିର୍ବୋଧ ଥିଲି, ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷଯରେ ଚିନ୍ତା କରି ବ୍ଯାକୁଳିତ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିର୍ବୋଧ ଥିଲି, ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି। ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।