Psalms 73:22 — Compare Translations

4 translations compared side by side

Odia - 1840
"ପରମେଶ୍ବର ମୁଁ ତୁମ୍ଭ ଉପରେ ରାଗି ନିର୍ ବୋଧ ପଶୁ ପରି ବ୍ଯବହାର କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।