Psalms 73:23 — Compare Translations

5 translations compared side by side

Odia - 1840
"ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ବର, ତୁମ୍ଭେ ମାରେ ଦକ୍ଷିଣ ହସ୍ତ ଧରି ସାହାରା ଦଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।