Psalms 73:24 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ମାେତେ ଆଗଇେ ନଇେଛ। ତୁମ୍ଭେ ମାେତେ ସୁନ୍ଦର ଉପଦେଶ ଦଇେଅଛ ଓ ଶଷେରେ ତୁମ୍ଭେ ମାେତେ ଗୌରବରେ ଗ୍ରହଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ। ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।