Psalms 73:25 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ସ୍ବର୍ଗରେ ତୁମ୍ଭ ବିନା ମାରେ ଆଉ କହେି ନାହିଁ କାରଣ ତୁମ୍ଭେ ମାେ ପାଖରେ ଅଛ। ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ତଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ। ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।