Psalms 73:26 — Compare Translations
5 translations compared side by side
Odia - 1840
"ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ଵର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ଵରୂପ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋ’ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।