Psalms 73:27 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ୟେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହବେ। ତୁମ୍ଭେ ସହେି ଲୋକମାନଙ୍କୁ ଧ୍ବଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ। ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।