Psalms 73:28 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ନିକଟବର୍ତ୍ତୀ ହବୋରେ ମାରେ ମଙ୍ଗଳ। ସଦାପ୍ରଭୁ ମାରେ ପ୍ରଭୁ, ହଁ ମାରେ ସୁରକ୍ଷାର ଦୁର୍ଗ। ହେ ପରମେଶ୍ବର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ଵରୂପ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ। ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ। ହେ ପରମେଶ୍ୱର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।