Psalms 73:4 — Compare Translations
5 translations compared side by side
Odia - 1840
"ସହେି ଲୋକମାନଙ୍କୁ ସୁସ୍ଥ ହାଇେ ବଞ୍ଚିବାକୁ କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।