Psalms 73:5 — Compare Translations
5 translations compared side by side
Odia - 1840
"ସହେି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସମାନେେ ଅନ୍ୟ ମନୁଷ୍ଯମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।