Psalms 73:6 — Compare Translations

5 translations compared side by side

Odia - 1840
"ସମାନେେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି ଏବଂ ଆକର୍ଷଣୀଯ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦଖାୟୋନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ଵରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।