Psalms 73:7 — Compare Translations

5 translations compared side by side

Odia - 1840
"ସମାନେେ ୟାହା ଚାହାଁନ୍ତି ତାହା କରନ୍ତି। ୟଦି ସମାନେେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସମାନେେ ତାକୁ ୟେ କୌଣସି ପ୍ରକାରେ ହାସଲ କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି। ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।