Psalms 73:8 — Compare Translations

5 translations compared side by side

Odia - 1840
"ସମାନେେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସମାନଙ୍କେ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସମାନେେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସମାନେେ ଧମକ ଦିଅନ୍ତି ୟେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।